Masthead

୪୦ ଜଣିଆ ଲିଷ୍ଟରେ ଅଛନ୍ତି କେଜ୍ରିୱାଲ, ସିସୋଦିଆ ଏବଂ ସତେନ୍ଦ୍ର ଜୈନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ସରକାର ତଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତିହାର ଜେଲରେ ବନ୍ଦୀ ଅଛନ୍ତି। ତେବେ ଜେଲରୁ ହିଁ ସରକାର ଚଲେଇବାକୁ କେଜରିଓ୍ବାଲ ଦାବି କରିଛନ୍ତି। ଏହାରି ଭିତରେ ଗୁଜୁରାଟ ପାଇଁ ଆପ୍‌ର ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କରିଛି। ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଦଳ ଘୋଷଣା କରିଥିବା ଏହି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ, ମନୀଷ ସିସୋଦିଆ ଏବଂ ସତ୍ୟେନ୍ଦ୍ର ଜୈନଙ୍କ ନାମ ରହିଛି ।

ଏହି ତିନି ନେତା ଦିଲ୍ଲୀ ଅବକାରୀ ନୀତି ମାମଲାରେ ଏବେ ତିହାର ଜେଲରେ ଅଛନ୍ତି । ଏହା ବ୍ୟତୀତ ସୁନୀତା କେଜରିଓ୍ବାଲ, ସଞ୍ଜୟ ସିଂ, ରାଘବ ଚଢା, ସୌରଭ ଭରଦ୍ୱାଜ, ଆତିଶୀ ଏବଂ ସନ୍ଦୀପ ପାଠକ, ଭାଗବତ ମାନ, ମନୀଷ ସିସୋଡିଆ ଏବଂ ସତ୍ୟେନ୍ଦ୍ର ଜୈନ ମଧ୍ୟ ରହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି