Masthead

ଇସ୍ତଫା ଦେଲେ ଗୁଜରାଟ ମୁଖ୍ୟମନ୍ତ୍ରୀ

ଗୁଜୁରାଟ (ବଡ଼ ଖବର ବ୍ୟୁରୋ): ଇସ୍ତଫା ଦେଲେ ଗୁଜରାଟ ମୁଖ୍ୟମନ୍ତ୍ରୀ । ରାଜ୍ୟପାଳଙ୍କୁ ଭେଟି ଦେଲେ ଇସ୍ତଫାପତ୍ର । ପ୍ରଧାନମନ୍ତ୍ରୀଙ୍କୁ ଦେଲେ ଧନ୍ୟବାଦ । ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଦେଇଥିବାରୁ ଧନ୍ୟବାଦ ଜଣାଇଲେ । କହିଲେ, ଦଳ ଯାହା ଦାୟିତ୍ୱ ଦେବ କରିବି। କାହିଁକି ଏଭଳି ମୁଖ୍ୟମନ୍ତ୍ରୀ ପଦରୁ ବିଜୟ ଇସ୍ତଫା ଦେଇଛନ୍ତି ତାହା ସ୍ପଷ୍ଟ ହୋଇନାହିଁ ।

ଦଳ ପକ୍ଷରୁ ମଧ୍ୟ କୌଣସି ସୂଚନା ମିଳିନାହିଁ । ତେବେ ଇସ୍ତଫା ଦେବା ପରେ ବିଜୟ ରୂପାଣୀ କହିଛନ୍ତି, ଦଳରେ ଏହା ଏକ ସ୍ୱାଭାବିକ ପକ୍ରିୟା । ମୋତେ ୫ ବର୍ଷ ଯାଏଁ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ମିଳିଥିଲା । ଦଳ ଯେଉଁ ଦାୟିତ୍ୱ ଦେବ ତାହାକୁ ଗ୍ରହଣ କରିବି । ଆଗକୁ ଗୁଜୁରାଟ ରାଜନୀତିର ମଙ୍ଗ କିଏ ଧରିବ ତାହା ଉପରେ ସମସ୍ତଙ୍କର ନଜର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ