Masthead

ରାହୁଲ ଗାନ୍ଧିଙ୍କୁ ଗୁଜରାଟ ହାଇକୋର୍ଟରୁ ମିଳିଲାନି ଆଶ୍ୱସ୍ତି

ଗୁଜୁରାଟ (ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧିଙ୍କୁ ବଡ଼ ଝଟକା । ମୋଦି ସରନେମ ମାମଲାରେ ରାହୁଲ ଗାନ୍ଧୀଙ୍କୁ ଗୁଜୁରାଟ ହାଇକୋର୍ଟଙ୍କ ଝଟକା । ଗୁଜୁରାଟ ହାଇକୋର୍ଟରୁ ମିଳିଲାନି ଆଶ୍ୱସ୍ତି । ରାହୁଲଙ୍କ ଆବେଦନକୁ ଖାରଜ କଲେ ଗୁଜୁରାଟ ହାଇକୋର୍ଟ। ସୁରତ କୋର୍ଟଙ୍କ ରାୟର ପୁନଃବିଚାର କରିବା ସହ ଦିଆଯାଇଥିବା ଦଣ୍ଡ ଉପରେ ରୋକ ଲଗାଇବାକୁ ଆବେଦନ କରିଥିଲେ ରାହୁଲ । କିନ୍ତୁ ସୁରତ କୋର୍ଟଙ୍କ ରାୟକୁ କାଏମ ରଖିଲେ ହାଇକୋର୍ଟ । ରାହୁଲ ଗାନ୍ଧିଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ କାଏମ । ସଂସଦର ସଦସ୍ୟତା ମଧ୍ୟ ଫେରିପାଇବେନି ରାହୁଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି