Masthead

ଆଜିଠୁ ଆଇପିଏଲ୍, ଉଦଘାଟନୀ ମ୍ୟାଚରେ ମୁହାଁମୁହିଁ ହେବେ ଜିଟି-ସିଏସକେ

ଅହମ୍ମଦାବାଦ(ବଡ଼ ଖବର ବ୍ୟୁରୋ): ଆଜିଠୁ ଆଇପିଏଲ୍ ମହାସମର । ଉଦଘାଟନୀ ମ୍ୟାଚରେ ମୁହାଁମୁହିଁ ହେବେ ଗୁଜରାଟ ଟାଇଟନ୍ସ ଓ ଚେନ୍ନାଇ ସୁପର କିଙ୍ଗସ । ସ୍ଲାମବାଙ୍ଗ୍ କ୍ରିକେଟର ସବୁଠାରୁ ଗ୍ଲାମରସ୍ ଇଭେଂଟ୍ ଆଇପିଏଲର ୧୬ ତମ ସଂସ୍କରଣ । ୧୦ଟି ଟିମ ଭିତରେ ଲାଗିବ ଟକ୍କର । ଦେଶର ୧୨ଟି ଷ୍ଟାଡିୟମରେ ୫୨ ଦିନ ପର୍ଯ୍ୟନ୍ତ ୭୦ ଲିଗ ସହିତ ମୋଟ ୭୪ଟି ମ୍ୟାଚ ହେବ । ୧୮ଟି ଡବଲ ହେଡର ଅର୍ଥାତ ଗୋଟିଏ ଦିନରେ ଦୁଇଟି ଲେଖାଏଁ ମ୍ୟାଚ ରହିଛି । ଦୁଇଟି ଗ୍ରୁପରେ ୫ଟି ଲେଖାଏଁ ୧୦ଟି ଟିମ୍ ରହିଛନ୍ତି ।

ଗ୍ରୁପ ଏରେ ମୁମ୍ବାଇ ଇଣ୍ଡିଆନସ , କୋଲକାତା ନାଇଟ ରାଇଡର୍ସ, ରାଜସ୍ଥାନ ରୟାଲସ୍, ଦିଲ୍ଲୀ କ୍ୟାପିଟାଲସ୍ ଓ ଲକ୍ଷ୍ନୌ ସୁପର ଜିଆଂଟସ୍ ରହିଥିବାବେଳେ ଗ୍ରୁପ ବିରେ ରହିଛନ୍ତି ଚେନ୍ନାଇ ସୁପରକିଙ୍ଗସ, ସନରାଇଜର୍ସ ହାଇଦ୍ରାବାଦ, ରୟାଲ ଚାଲେଞ୍ଜର୍ସ ବେଙ୍ଗାଲୁରୁ, ପଂଜାବ କିଙ୍ଗସ ଓ ଗୁଜରାଟ ଟାଇଟାନସ୍ । ଆଜି ଉଦଘାଟନୀ ମୁକାବିଲାରେ ମୁହାଁମୁହିଁ ହେବେ ଗତ ଥରର ବିଜେତା ଗୁଜରାଟ ଟାଇଟାନସ ଓ ଚେନ୍ନାଇ ସୁପରକିଙ୍ଗସ । ସନ୍ଧ୍ୟା ସାଢେ ୭ଟାରେ ଅହମ୍ମଦାବାଦରେ ଖେଳାଯିବ ମ୍ୟାଚ । ମେ ୨୮ ତାରିଖରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ