Masthead

ମୁମ୍ବାଇ ଇଣ୍ଡିଆନ୍ସକୁ ୬ ୱିକେଟରେ ହରାଇଲା ଗୁଜୁରାଟ

ଅହମ୍ମଦାବାଦ(ବଡ଼ ଖବର ବ୍ୟୁରୋ): ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ୍‌-୨୦୨୪ର ପଞ୍ଚମ ମ୍ୟାଚ୍‌ରେ ୬ ୱିକେଟରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି ଗୁଜୁରାଟ ଟାଇଟନ୍ସ । ଗୁଜରାଟ ଟାଇଟନ୍ସ ୨୦ ଓଭରରେ ୬ ଉଇକେଟ ହରାଇ ୧୬୮ ରନ୍‌ କରିଥିଲା। ଜବାବରେ ମୁମ୍ବାଇ ୨୦ ଓଭରରେ ୯ ଉଇକେଟ ହରାଇ ୧୬୨ ରନ୍‌ କରିବାରେ ସକ୍ଷମ ହୋଇଥିଲା। ପ୍ରଥମେ ବ୍ୟାଟିଂ କରିଥିଲା ଗୁଜରାଟ ଇନିଂସ ।

ଗୁଜୁରାଟ ଟମର ମେରୁଦଣ୍ଡ ସାଜିଥିବା ସାଇ ସୁଦର୍ଶନ ସର୍ବାଧିକ ୪୫ ରନ କରିଥିଲେ। ମୁମ୍ବାଇ ପକ୍ଷରୁ ଯଶପ୍ରୀତ୍‌ ବୁମ୍‌ରା ଚମତ୍କାର ବୋଲିଂ କରି ନିଜ ୪ ଓଭରରେ ମାତ୍ର ୧୪ ରନ ଦେଇ ୩ଟି ଉଇକେଟ ନେଇଥିଲେ। ଜବାବରେ ମୁମ୍ବାଇ ଖାତା ଖୋଲିବା ପୂର୍ବରୁ ଇଶାନ କିଶନ ଉଇକେଟ ହରାଇଥିଲେ ହେଁ ରୋହିତ ଶର୍ମା ଓ ଡଓ୍ବୋଲ୍ଡ ବ୍ରେଭିସଙ୍କ ଦୃଢ଼ ବ୍ୟାଟିଂ ବଳରେ ବିଜୟ ପଥରେ ଅଗ୍ରସର ହୋଇଥିଲା। ମାତ୍ର ଏହି ୨ ଉଇକେଟ ପତନ ପରେ ମୁମ୍ବାଇ ଇନିଂସ ଦିଗହରା ହୋଇ ଯାଇଥିଲା। ବ୍ରେଭିସ ୪୬ ଓ ରୋହିତ ୪୩ ରନ କରି ଆଉଟ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ