Masthead

ଶେଷ ଓଭରରେ ଜିତିଲା ଗୁଜୁରାଟ

ମୋହାଲି(ବଡ଼ ଖବର ବ୍ୟୁରୋ): ପଞ୍ଜାବକୁ ହରାଇଲା ଗୁଜୁରାଟ । ଶେଷ ଓଭରରେ ଜିତିଲା ଗୁଜୁରାଟ । ଗୁରୁବାର ଖେଳାଯାଇଥିବା ମ୍ୟାଚରେ  ଗୁଜୁରାଟ ଟାଇଟନ୍ସ ୬ ୱିକେଟରେ ବିଜୟୀ ହୋଇଛି । ପଞ୍ଜାବ କିଙ୍ଗ୍ସ ୨୦ ଓଭରରେ ୮ ଉଇକେଟ ହରାଇ ୧୫୩ ରନ୍‌ କରିଥିବା ବେଳେ ଗୁଜରାଟ ୧୯.୫ ଓଭରରେ ୪ ୱିକେଟ ହରାଇ ମ୍ୟାଚ୍‌ ଜିତି ନେଇଥିଲା।

ପ୍ରଥମେ ଗୁଜୁରାଟ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା । ବ୍ୟାଟିଂ କରି ପଞ୍ଜାବ ୮ ୱିକେଟ ବିନିମୟରେ ୧୫୩ ରନ କରିଥିବା ବେଳେ ଗୁଜୁରାଟ ଟାଇଟନ୍ସ ୪ ୱିକେଟ ବିନିମୟରେ ଲକ୍ଷ୍ୟ ହାସଲ କରିଥିଲା । କାଲିର ମ୍ୟାଚ ଜିତିବା ପରେ ଗୁଜୁରାଟକୁ ୬ ପଏଣ୍ଟ ମିଳିଛି । ପଞ୍ଜାବ ୪ ପଏଣ୍ଟରେ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ