Masthead

ଘାତକ ସାଜୁଛି ଏଚ୩ଏନ୨, ଗଲା ଆଉ ଏକ ଜୀବନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ) : ଘାତକ ହେଉଛି ଏଚ୍‌୩ଏନ୍‌୨ । ଭାଇରସ୍ ନେଲା ଆଉ ଏକ ମୁଣ୍ଡ । ସାମାନ୍ୟ ଫ୍ଲୁ ଭଳି ବ୍ୟାପୁଥିବା ଏହି ଏନ୍‌ଫ୍ଲୁଏଞ୍ଜା ଏବେ ମାରାତ୍ମକ ହେବାରେ ଲାଗିଛି। ଧୀରେ ଧୀରେ ଏହି ଭାଇରସ ଅନେକ ରାଜ୍ୟକୁ ବ୍ୟାପିବାରେ ଲାଗିଛି। ଏହି ଭାଇରସରେ ଆକ୍ରାନ୍ତ ହୋଇ ଏବେ ଦେଶରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି। ଗୁଜରାଟ ବଡୋଦରାର ଜଣେ ୫୮ ବର୍ଷୀୟ ମହିଳା ଏଚ୍‌୩ଏନ୍‌୨ ଭାଇରସରେ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ ତିନି ଜଣ ପ୍ରାଣ ହରାଇସାରିଲେଣି। ଏହାପୂର୍ବରୁ ଏହି ଭାଇରସରେ ହରିୟାଣା ଓ କର୍ଣ୍ଣାଟକରେ ଜଣେ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି