Masthead

ରାହୁଲ ଗାନ୍ଧି ଦୋଷୀ ସାବ୍ୟସ୍ତ ମାମଲା, ଗୁଜରାଟ ହାଇକୋର୍ଟରେ ହେବ ଶୁଣାଣି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧି ଦୋଷୀ ସାବ୍ୟସ୍ତ ମାମଲା । ଆଜି ଗୁଜରାଟ ହାଇକୋର୍ଟରେ ହେବ ଶୁଣାଣି । ମୋଦି ସରନେମ ମାମଲରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ରାହୁଲ । ରାହୁଲ ଗାନ୍ଧିଙ୍କ ସପକ୍ଷରେ ମାମଲା ଲଢୁଛନ୍ତି କଂଗ୍ରେସ ସାଂସଦ ତଥା ବରିଷ୍ଠ ଆଇନଜୀବୀ ଅଭିଷେକ ମନୁ ସିଙ୍ଘଭି । ୨୦୧୯ରେ ମୋଦି ସରନେମକୁ ନେଇ ରାହୁଲ ଗାନ୍ଧି ଦେଇଥିବା ବିବାଦୀୟ ବୟାନକୁ ନେଇ ମାମଲା ରୁଜୁ ହୋଇଥିଲା । ଏବଂ ଦୋଷୀ ସାବ୍ୟସ୍ତ ହେବା ସହ ୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଥିଲେ ସିଜେଏମ କୋର୍ଟ । କୋର୍ଟଙ୍କ ରାୟପରେ ଗତ ୨୪ ମାର୍ଚ୍ଚରେ ସାଂସଦ ପଦ ହରାଇଥିଲେ ରାହୁଲ ଗାନ୍ଧୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା