Masthead

ଶଙ୍ଖ ଧରିଲେ ଗୁଲମକ୍କି ହବିବ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରେ ସାମିଲ ହେଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକ୍କି ହବିବ। ତାଙ୍କ ସହ ଶତାଧିକ କର୍ମୀଙ୍କ ମଧ୍ୟ ବିଜେଡିରେ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜେଡିରେ ସାମିଲ ହୋଇଛନ୍ତି । ୨୦୨୨ ପୌର ନିର୍ବାଚନରେ ସ୍ୱାଧୀନ ଭାବେ ଭଦ୍ରକରୁ ଜିତିଥିଲେ ଗୁଲମକ୍କି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପକ୍ଷରୁ ସମସ୍ତଙ୍କୁ ଦଳକୁ ସ୍ୱାଗତ କରିଛନ୍ତି ।

ଭଦ୍ରକ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ସଞ୍ଜୟ ଦାସବର୍ମା କହିଛନ୍ତି ଗୁଲମୁଖୀ କେବେଳ ଜଣେ ଦୃଢ଼ ସଂଗଠକ ନୁହନ୍ତି, ଜଣେ ମୁସଲମାନ ମହିଳା ଯିଏ ବିପୁଳ ଭୋଟ ପାଇ ନିର୍ବାଚିତ ହୋଇଥିଲେ । କେବଳ ଭଦ୍ରକ ପୌର ପରିଷଦ ନୁହେଁ, ଲଢୁଆ ନେତ୍ରୀ ଭାବେ ସାରା ରାଜ୍ୟରେ ତାଙ୍କ ସୁନାମ ରହିଛି । ସାଂସଦ ସସ୍ମିତ ପାତ୍ର କହିଛନ୍ତି ଆଜି ବିଜୁ ପରିବାରକୁ ଗୁଲମୁଖୀ ଓ ତାଙ୍କୁ ସମର୍ଥକଙ୍କ ଯୋଗଦାନ ଜଣାଉଛି ମୁଖ୍ୟମନ୍ତ୍ରୀଙ୍କ ଧର୍ମ ନିରପେକ୍ଷତା ଓ ଭିଜନ ୨୦୩୬ ରେ ବଡ଼ ଅବଦାନ ରହିବ । ନବୀନ ପଟ୍ଟନାୟକ ମହିଳା ସଶକ୍ତିକରଣରେ ବିଶ୍ୱାସ କରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ