Masthead

ସାହିଯାତରେ ବୁଲିଲା ବନ୍ଧୁକ

ପୁରୀ (ବଡ଼ ଖବର ବ୍ୟୁରୋ): ସାହିଯାତରେ ବୁଲିଲା ବନ୍ଧୁକ। ଯୁବକ କାବୁ କରି ପୋଲିସରେ ଜିମା ଦେଲେ ସ୍ଥାନୀୟ ଯୁବକ । ପୁରୀ ହରଚଣ୍ଡୀ ସାହି ହନୁମାନ ଗଡଠାରେ ଘଟିଛି ଏଭଳି ଘଟଣା। ଗିରଫ ଅଭିଯୁକ୍ତର ପରିଚୟ ମିଳିନାହଁ । ତଦନ୍ତ ପରେ ସମ୍ପୂର୍ଣ୍ଣ ତଥ୍ୟ ଦିଆଯିବ ବୋଲି କହିଛି ପୋଲିସ। ଗତକାଲି ସାହିଯାତ ରାମଲୀଳା ଅବସରରେ ରାବଣ ବଦ୍ଧ ନୀତି ଚାଲିଥିଲା ।

ହନୁମାନ ଗଡ଼ ଠାରେ ମେଢ଼ ନୃତ୍ୟ ଚାଲିଥିବା ବେଳେ ଜଣେ ଯୁବକ ଜଣକ ଜୋର ଜବରଦସ୍ତ ସେହି ବାଟ ଦେଇ ସ୍କୁଟିରେ ଯିବା ପାଇଁ ଉଦ୍ୟମ କରିଥିଲେ। ସାହିଯାତ ପାଇଁ ପ୍ରବଳ ଭିଡ ଥିବାରୁ ବାଲିସାହିର କିଛି ଯୁବକମାନେ ତାଙ୍କୁ ଅଟକାଇବା ସହ ଅଲଗା ରାସ୍ତା ଦେଇ ଯିବାକୁ କହିଥିଲେ। ତେବେ କିଛି ବୁଝିବା ପୂର୍ବରୁ ସମ୍ପୃକ୍ତ ଯୁବକ ଜଣକ ବନ୍ଧୁକ ବାହାର କରି ଅଟକାଇ ଥିବା ଯୁବକମାନଙ୍କ ମୁଣ୍ଡରେ ଲଗାଇ ମାରିଦେବାକୁ ଧମକ ଦେଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ