Masthead

ରାଜମାତାଙ୍କ ନାମରେ ମୁଦ୍ରା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଗୋୱାଲିୟର ରାଜମାତା ବିଜୟରାଜ ସିନ୍ଧିଆଙ୍କ ଜନ୍ମ ବାର୍ଷିକୀରେ ସ୍ୱତନ୍ତ୍ର ମୁଦ୍ରା ପ୍ରଚଳନ କରାଯିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଏହି ମୁଦ୍ରା ଉନ୍ମୋଚନ କରିବେ। ରାଜମାତା ବିଜୟରାଜ ସିନ୍ଧିଆଙ୍କ ୧୦୦ ତମ ଜନ୍ମ ବାର୍ଷିକୀରେ ୧୦୦ ଟଙ୍କିଆ ମୁଦ୍ରା ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ । ରାଜମାତାଙ୍କ ଝିଅ ତଥା ମଧ୍ୟପ୍ରଦେଶର କ୍ୟାବିନେଟ ମନ୍ତ୍ରୀ ଯଶୋଦା ରାଜେ ସିନ୍ଧିଆ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର