Masthead

ବିଶ୍ୱକୋଷ ଜ୍ଞାନବୃତ୍ତ ଉନ୍ମୋଚିତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଶ୍ୱକୋଷ ଜ୍ଞାନବୃତ୍ତ ଉନ୍ମୋଚିତ । ୧୦ଭାଗ ବିଶିଷ୍ଟ ଏହି ପୁସ୍ତକ ସେଟ୍ରେ ମାନବ ଜ୍ଞାନର ସମସ୍ତ ବିଭାଗର ପ୍ରାମାଣିକ ପରିଚୟ ରହିଛି । ଭୁବନେଶ୍ୱର ଏକ ଅତିଥିଶାଳାର ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ଡାକ୍ତର ଆଲୋକ କାନୁନଗୋ ଜ୍ଞାନବୃତର ବ୍ୟାପକ ପ୍ରଚାର ଓ ପ୍ରସାର ଉପରେ ଗୁରୁତ୍ୱ ଦେଇଥିଲେ । ୨୫୦୦ରୁ ଅଧିକ ପୃଷ୍ଠା ବିଶିଷ୍ଟ ଏହି ବହି ଆସନ୍ତା ଏକ ବର୍ଷ ମଧ୍ୟରେ ପ୍ରକାଶନ ପ୍ରକ୍ରିୟା ଶେଷ ହେବ ବୋଲି ଆଶା କରାଯାଉଛି । ପ୍ରକାଶିତ ୧ମ ଓ ୧୦ମ (ସ୍ୱତନ୍ତ୍ର) ଭାଗର ମୂଲ୍ୟ ୭୦୦ ଟଙ୍କା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା