Masthead

ବିଶ୍ୱକୋଷ ଜ୍ଞାନବୃତ୍ତ ଉନ୍ମୋଚିତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଶ୍ୱକୋଷ ଜ୍ଞାନବୃତ୍ତ ଉନ୍ମୋଚିତ । ୧୦ଭାଗ ବିଶିଷ୍ଟ ଏହି ପୁସ୍ତକ ସେଟ୍ରେ ମାନବ ଜ୍ଞାନର ସମସ୍ତ ବିଭାଗର ପ୍ରାମାଣିକ ପରିଚୟ ରହିଛି । ଭୁବନେଶ୍ୱର ଏକ ଅତିଥିଶାଳାର ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ଡାକ୍ତର ଆଲୋକ କାନୁନଗୋ ଜ୍ଞାନବୃତର ବ୍ୟାପକ ପ୍ରଚାର ଓ ପ୍ରସାର ଉପରେ ଗୁରୁତ୍ୱ ଦେଇଥିଲେ । ୨୫୦୦ରୁ ଅଧିକ ପୃଷ୍ଠା ବିଶିଷ୍ଟ ଏହି ବହି ଆସନ୍ତା ଏକ ବର୍ଷ ମଧ୍ୟରେ ପ୍ରକାଶନ ପ୍ରକ୍ରିୟା ଶେଷ ହେବ ବୋଲି ଆଶା କରାଯାଉଛି । ପ୍ରକାଶିତ ୧ମ ଓ ୧୦ମ (ସ୍ୱତନ୍ତ୍ର) ଭାଗର ମୂଲ୍ୟ ୭୦୦ ଟଙ୍କା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ