Masthead

ସାବାସ ଅଶୋକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲୋକଙ୍କ ଚ୍ୟାନେଲ ‘ବଡ଼ ଖବର’ତା’ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ପଛରେ ଆଗେଇ ଚାଲିଛି । ଏହି ୨୪ ଘଣ୍ଟିଆ ସ୍ୟାଟେଲାଇଟ୍ ନ୍ୟୁଜ ଚ୍ୟାନେଲର ମୁଖ୍ୟ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କ ବଡ଼ ଘୋଷଣା ରାଜ୍ୟର ଅଗଣିତ ଲୋକଙ୍କୁ ପ୍ରଭାବିତ କରିଛି । ଦରଦୀ ଓ ସଚେତନ ଲୋକମାନେ ‘ବଡ଼ ଖବର’ର ସଫଳତା କାମନା କରିବା ସହ ବଢ଼ାଇଛନ୍ତି ସହଯୋଗର ହାତ । ଏଭଳି ଜଣେ ବ୍ୟକ୍ତିତ୍ୱ ହେଉଛନ୍ତି ଭଏସ ଅଫ ଭିକ୍ଟିମ୍ସ ଚାରିଟେବଲ ଟ୍ରଷ୍ଟର ଅନ୍ୟତମ ଅବୈତନିକ ଉପଦେଷ୍ଟା ଅଶୋକ କୁମାର ରଥ । ସାମ୍ବାଦିକଙ୍କ କଲ୍ୟାଣ ପାଇଁ ସମ୍ପାଦକ ମୁଖ୍ୟ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସ କରିଥିବା ନିଆରା ଘୋଷଣାରେ ବିମୋହିତ ହୋଇଛନ୍ତି ଅଶୋକ ବାବୁ । ସେ ୧୦୦୦୧ ଟଙ୍କା ‘ବଡ଼ ଖବର’ର ସାମ୍ବାଦିକ କଲ୍ୟାଣ ପାଣ୍ଠିକୁ ପ୍ରଦାନ କରିଛନ୍ତି ।

ଅଶୋକ ବାବୁଙ୍କ ଏହି ମହତ ଅବଦାନ ପାଇଁ ବଡ଼ ଖବରର ମୁଖ୍ୟ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସ ଓ ଭଏସ ଅଫ ଭିକ୍ଟିମ୍ସ ଚାରିଟେବଲ ଟ୍ରଷ୍ଟର ଅଧ୍ୟକ୍ଷ ଜ୍ଞାନରଞ୍ଜନ ମିଶ୍ର ତାଙ୍କୁ ସାଧୁବାଦ ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ