Masthead

ଜ୍ଞାନବ୍ୟାପୀ ମସଜିଦ ମାମଲା: ମୁସଲିମ ପକ୍ଷଙ୍କ ମନ୍ଦିର ପୁନରୁଦ୍ଧାର କାର୍ଯ୍ୟ ସ୍ଥଗିତ ଆବେଦନ ଖାରଜ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ଜ୍ଞାନବ୍ୟାପୀ ମସଜିଦ ମାମଲାରେ ମୁସଲିମ ପକ୍ଷକୁ ପୁଣି ଝଟକା ଲାଗିଛି। ହିନ୍ଦୁ ମନ୍ଦିରର ପୁନରୁଦ୍ଧାର ଏବଂ ପୂଜାପାଠ ଆବେଦନକୁ ଚ୍ୟାଲେଞ୍ଜ କରିଥିବା ଆବେଦନ ଖାରଜ ହୋଇଛି । ଆଜି ମୁସଲିମ ପକ୍ଷଙ୍କ ସମସ୍ତ ପାଞ୍ଚ ଆବେଦନକୁ ଖାରଜ କରିଛନ୍ତି ଆହ୍ଲାବାଦ ହାଇକୋର୍ଟ । ହିନ୍ଦୁ ପକ୍ଷଙ୍କ ଦାବି ଅନୁସାରେ, କାଶୀ ବିଶ୍ୱନାଥ ମନ୍ଦିର ଜମିରେ ହିନ୍ଦୁ ମନ୍ଦିର ଭଙ୍ଗାଯାଇ ସେଠାରେ ମୁସଲିମ ମନ୍ଦିର ନିର୍ମାଣ କରାଯାଇଛି। ତେଣୁ ଏଠାରେ ମନ୍ଦିରର ପୂଜାପାଠ ପାଇଁ ଅନୁମତି ମିଳୁ। ୧୯୯୧ ମସିହାରେ ମଧ୍ୟ ହିନ୍ଦୁ ପୂଜକ ଏନେଇ ମକଦ୍ଦମା କରିଥିଲେ। ଆଜି ଆହ୍ଲାବାଦ ହାଇକୋର୍ଟ ଜଷ୍ଟିସ ରୋହିତ ରଞ୍ଜନ ଅଗ୍ରୱାଲ ଏ ଉପରେ ଶୁଣାଣି କରି ମୁସଲିମ ପକ୍ଷଙ୍କ ସମସ୍ତ ପାଞ୍ଚଟି ଆବେଦନକୁ ଖାରଜ କରି ଦେଇଛନ୍ତି। ଏଥିସହ ମାମଲା ଉପରେ ତୁରନ୍ତ ଅନ୍ତିମ ରାୟ ଶୁଣାଇବାକୁ ବାରଣାସୀ କୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆଗାମୀ ଛଅ ମାସ ମଧ୍ୟରେ ସମସ୍ତ ପ୍ରକ୍ରିୟା ସାରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି