Masthead

ଚିନ୍ତା ବଢାଇଲାଣି H3N2 , ଓଡ଼ିଶାରେ ୫୯ ଆକ୍ରାନ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କରୋନା ପରେ ଚିନ୍ତା ବଢାଇଲାଣି ଏଚ୍୩ଏନ୍୨ ଭୂତାଣୁ । ଧିରେ ଧିରେ କାୟା ବିସ୍ତାର କରିବାରେ ଲାଗିଛି ଏହି ଭୂତାଣୁ । ଓଡ଼ିଶାରେ ଏଚ୍୩ଏନ୍୨ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଓଡ଼ିଶାରେ ୫୯ ଜଣ ଏଚ୍୩ଏନ୍୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏ ନେଇ ଆରଏମ୍ଆରସି ସ୍ପଷ୍ଟ କରିଛି । ଏଥିପାଇଁ ସତର୍କ ରହିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି ।

ମାସ୍କ ପିନ୍ଧିବା, ଛିଙ୍କିବା ବେଳେ ରୁମାଲ ବ୍ୟବହାର କରିବା ଓ ପ୍ରଚୁର ପରିମାଣର ପାଣି ପିଇବା ପାଇଁ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି । କୋଭିଡ ଗାଇଡଲାଇନ୍ ଯେପରି ଭାବେ କଡାକଡି ଭାବେ ପାଳନ କରାଯାଉଥିଲା ଠିକ୍ ସେହିପରି ଇନଫ୍ଲୁଏଞ୍ଜା ସଂକ୍ରମଣ ନେଇ ଗାଇଡଲାଇନ୍ ପାଳନ କରିବା ଉପରେ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ