Masthead

ଚିନ୍ତା ବଢାଇଲାଣି H3N2 , ଓଡ଼ିଶାରେ ୫୯ ଆକ୍ରାନ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କରୋନା ପରେ ଚିନ୍ତା ବଢାଇଲାଣି ଏଚ୍୩ଏନ୍୨ ଭୂତାଣୁ । ଧିରେ ଧିରେ କାୟା ବିସ୍ତାର କରିବାରେ ଲାଗିଛି ଏହି ଭୂତାଣୁ । ଓଡ଼ିଶାରେ ଏଚ୍୩ଏନ୍୨ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଓଡ଼ିଶାରେ ୫୯ ଜଣ ଏଚ୍୩ଏନ୍୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏ ନେଇ ଆରଏମ୍ଆରସି ସ୍ପଷ୍ଟ କରିଛି । ଏଥିପାଇଁ ସତର୍କ ରହିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି ।

ମାସ୍କ ପିନ୍ଧିବା, ଛିଙ୍କିବା ବେଳେ ରୁମାଲ ବ୍ୟବହାର କରିବା ଓ ପ୍ରଚୁର ପରିମାଣର ପାଣି ପିଇବା ପାଇଁ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି । କୋଭିଡ ଗାଇଡଲାଇନ୍ ଯେପରି ଭାବେ କଡାକଡି ଭାବେ ପାଳନ କରାଯାଉଥିଲା ଠିକ୍ ସେହିପରି ଇନଫ୍ଲୁଏଞ୍ଜା ସଂକ୍ରମଣ ନେଇ ଗାଇଡଲାଇନ୍ ପାଳନ କରିବା ଉପରେ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ