Masthead

୫ଜିଲ୍ଲାରେ କୁଆପଥର ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୨୪ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲାରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ କିଛି ଜିଲ୍ଲାରେ ବଜ୍ରପାତ ଏବଂ ଘୂର୍ଣ୍ଣିବଳୟ ସହିତ ପବନ ବେଗ ୩୦ରୁ ୪୦ କିମିରେ ପହଞ୍ଚିବ ବୋଲି ଜଣା ପଡ଼ିଛି । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।

କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା,ନୟାଗଡ଼, ଗଞ୍ଜାମ, ଗଜପତି ଏବଂ ଝାରସୁଗୁଡ଼ା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଏବଂ ଘୂର୍ଣ୍ଣିବଳୟ ସହ ୩୦ରୂୁ ୪୦ କିମି ବେଗରେ ପବନ ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ପକ୍ଷରୁ ସୂଚନା ମିଳିଛି । ସେହିପରି କୁଆପଥର ବର୍ଷା ହେବାକୁ ଥିବା ଜିଲ୍ଲା ମାନଙ୍କ ମଧ୍ୟରେ ରହିଛି କେନ୍ଦୁଝର, ଯାଜପୁର, ଭଦ୍ରକ, ଏବଂ ବାଲେଶ୍ୱର । ଏହି ୫ଟି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା