Masthead

ବେଆଇନ୍ ମଦ୍ରାସା ଭଙ୍ଗାକୁ ନେଇ ହିଂସା, ଗଲାଣି ୪ ଜୀବନ

ଉତ୍ତରାଖଣ୍ଡ (ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡରେ ବେଆଇନ ମଦ୍ରାସା ଭଙ୍ଗାକୁ ନେଇ ହିଂସା । ହଲଦ୍‌ୱାନି ଜିଲ୍ଲା ବନଭୁଲପୁରାରେ ବେଆଇନ ନିର୍ମାଣ ଭଙ୍ଗାକୁ ନେଇ ହିଂସା । ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫୦ରୁ ଅଧିକ ଆହତ । ହିଂସା ନିୟନ୍ତ୍ରଣ ବେଳେ ୧୦୦ରୁ ଅଧିକ ପୋଲିସ କର୍ମଚାରୀ ଗୁରୁତର ।ସ୍ଥିତି ଅଣାୟତ୍ତ ହେବାରୁ ହଲଦ୍ୱାନୀ ସହର ପୋଲିସ ଛାଉଣୀରେ ପରିଣତ ହୋଇଥିବା ବେଳେ କର୍ଫ୍ୟୁ ଜାରି କରାଯାଇଛି । ଅଧିକ ଗଣ୍ଡଗୋଳ ଆଶଙ୍କାରେ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରି ଦିଆଯାଇଛି।

ଗଣ୍ଡଗୋଳକାରୀଙ୍କୁ ଦେଖିବା ମାତ୍ରେ ଗୁଳି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ହିଂସାକୁ ନଜରରେ ରଖିବ ଆଜି ହଲଦ୍ୱାନୀର ସମସ୍ତ ସ୍କୁଲ କଲେଜ ବନ୍ଦ ଘୋଷଣା କରାଯାଇଛି । ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ଧାମୀ ଉଚ୍ଚସ୍ତରୀୟ ବୈଠକ ଡାକି ସ୍ଥିତି ସମୀକ୍ଷା କରିଛନ୍ତି। ଶାନ୍ତି ରକ୍ଷା ନିମନ୍ତେ ଲୋକମାନଙ୍କୁ ଅପିଲ କରିଛନ୍ତି। ସମସ୍ତ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇ କଡ଼ା କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ ସୂଚନା ଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି