Masthead

ଆଜିଠୁ ରାଜଧାନୀରେ ଖୋଲିବ ହଲ୍, ମଲ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୋମବାରଠୁ ରାଜଧାନୀରେ ଖୋଲିଛି ପାର୍କ । ଅଗଷ୍ଟ ଗାଇଡଲାଇନ ଅନୁସାରେ ମଲ୍ ଏବଂ ସିନେମା ହଲ ଗୁଡିକ ମଧ୍ୟ ଖୋଲିବ । ଖୋଲିବା ପୂର୍ବରୁ ଏହାକୁ ସାନିଟାଇଜ୍ କରାଯାଇଛି । ଟିକା ନେଇନଥିଲେ ମଲ୍ ଭିତରକୁ ଏଣ୍ଟ୍ରି ନାହିଁ । ଭିଡ଼ ଏଡ଼ାଇବାକୁ ମଲ ଗୁଡିକରେ ଲଗାଇଯାଇଛ ଫୁଟ୍ କାଉଣ୍ଟ ମେସିନ୍ । ଫଳରେ ମଲକୁ କେତେ ଲୋକ ପଶିଲେ, କେତେ ବାହାରିଲେ ଜଣାପଡ଼ିବ ।

ଅଗଷ୍ଟ ୫ରୁ ହଲ୍ ଖୋଲିବା ପାଇଁ ଯୋଜନା ହୋଇଥିବାବେଳେ ଇଭନିଂ ଏବଂ ନାଇଟ୍ ସୋ ରହିବନାହିଁ ବୋଲି ଜଣାପଡିଛି । ସେହିପରି ରାଜଧାନୀର ବଭିନ୍ନ ପାର୍କ ଗୁଡିକ ମଧ୍ୟ ଖୋଲିବା ପୂର୍ବରୁ ସଫେଇ କରାଯାଇଛି। ସେହିଭଳି ୫୦ ପ୍ରତିଶତ କ୍ଷମତାରେ ଖୋଲିବ ରେଷ୍ଟୁରାଣ୍ଟ ଏବଂ ହଲ୍ । ପାର୍ସଲ ନନେଇ ହୋଟେଲରେ ବସି ଖାଇପାରିବେ ରାଜଧାନୀବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ