Masthead

ହାତ ଛାଡ଼ିଲେ ପୁଲିନ

ଦଶରଥପୁର (ବଡ଼ ଖବର ବ୍ୟୁରୋ):ଯାଜପୁର ଜିଲ୍ଲାରେ କଂଗ୍ରେସକୁ ବଡ଼ ଝଟକା । ଏଆଇସିସି ସଦସ୍ୟ ପୁନିଲ ପୁହାଣ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । କଂଗ୍ରେସରେ ଥିବା କିଛି ନେତା ଶାସକ ଦଳ ସହ ସାଲିସ କରି ନିଜର ବେପାରରେ ବ୍ୟସ୍ତ ଅଛନ୍ତି । ଭୋଟ ସମୟରେ ଶାସକ ଦଳ ନିକଟରେ ବିକ୍ରି ହୋଇଯାଉଛନ୍ତି । ଫଳରେ ଯାଜପୁର ଜିଲ୍ଲାରେ କଂଗ୍ରେସ ଦଳ ଅସ୍ତିତ୍ବ ହରାଇବାକୁ ଯାଉଛି । ଏଥିରେ ଯୁବକମାନଙ୍କୁ ଅଧିକାର ଦିଆଯାଉନାହିଁ ବୋଲି ସେ ଅଭିଯୋଗ କରିଛନ୍ତି । ସେ ଆଗକୁ ସାଧାରଣ ଲୋକଙ୍କ ପାଇଁ ରାଜନୀତିରେ ରହିବେ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଗମୋହନ ମୀନାଙ୍କ ଇସ୍ତଫା ଗୃହିତ 🔴 ସେମିକନ୍ ଇଣ୍ଡିଆ-୨୦୨୬,ଭାରତ ଉପରେ ସାରା ବିଶ୍ୱର ବିଶ୍ୱାସ ବଢ଼ିଛି କହିଲେ ପ୍ରଧାନମନ୍ତ୍ରୀ ମୋଦି 🔴 ପୁରୀରେ ଖଜା ଦୋକାନରେ ଚଢାଉ 🔴 ଟପ ମାଓ ନେତା ସର୍ବେଶ ମାଝୀ ଗିରଫ 🔴 ୧୯ରେ ଲଘୁଚାପ ସମ୍ଭାବନା 🔴 ପାଣିପାଗ ଆକଳନରେ ଆହୁରି ସଶକ୍ତ ହେବ ଓଡିଶା 🔴 ମଝି ସମୁଦ୍ରରେ ଭାରତ-ପାକିସ୍ତାନ ମୁହାଁମୁହିଁ 🔴 ଆମେରିକାରେ ହେଲିକପ୍ଟର କ୍ରାସ୍, ୩ ମୃତ 🔴 ମୂର୍ତ୍ତି ବିସର୍ଜନ ବେଳେ ୨ ଛାତ୍ର ମୃତ 🔴 ଆସୁଛି ବଡ଼ ବର୍ଷା! 🔴 ଜଗମୋହନ ମୀନାଙ୍କ ଇସ୍ତଫା ଗୃହିତ 🔴 ସେମିକନ୍ ଇଣ୍ଡିଆ-୨୦୨୬,ଭାରତ ଉପରେ ସାରା ବିଶ୍ୱର ବିଶ୍ୱାସ ବଢ଼ିଛି କହିଲେ ପ୍ରଧାନମନ୍ତ୍ରୀ ମୋଦି 🔴 ପୁରୀରେ ଖଜା ଦୋକାନରେ ଚଢାଉ 🔴 ଟପ ମାଓ ନେତା ସର୍ବେଶ ମାଝୀ ଗିରଫ 🔴 ୧୯ରେ ଲଘୁଚାପ ସମ୍ଭାବନା 🔴 ପାଣିପାଗ ଆକଳନରେ ଆହୁରି ସଶକ୍ତ ହେବ ଓଡିଶା 🔴 ମଝି ସମୁଦ୍ରରେ ଭାରତ-ପାକିସ୍ତାନ ମୁହାଁମୁହିଁ 🔴 ଆମେରିକାରେ ହେଲିକପ୍ଟର କ୍ରାସ୍, ୩ ମୃତ 🔴 ମୂର୍ତ୍ତି ବିସର୍ଜନ ବେଳେ ୨ ଛାତ୍ର ମୃତ 🔴 ଆସୁଛି ବଡ଼ ବର୍ଷା!