ହାଙ୍ଗଝୌ ଏସୀୟ କ୍ରୀଡ଼ାରେ ଭାରତକୁ ପଞ୍ଚମ ସ୍ୱର୍ଣ୍ଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଭାରତକୁ ପଞ୍ଚମ ସ୍ୱର୍ଣ୍ଣ । ହାଙ୍ଗଝୌ ଏସୀୟ କ୍ରୀଡ଼ାରେ ଭାରତକୁ ପଞ୍ଚମ ସ୍ୱର୍ଣ୍ଣ । ମହିଳା ସୁଟିଂରେ ସ୍ୱର୍ଣ୍ଣ ଜିତିଲେ ସୁଟର ସାମ୍ରା । ୫୦ମି. ରାଇଫଲ ଥ୍ରୀ ପୋଜିସନ୍ ଇଭେଣ୍ଟରେ ଭାରତକୁ ସଫଳତା । ସମାନ ଇଭେଣ୍ଟରେ ବ୍ରୋଞ୍ଚ ଜିତିଲେ ଆଶି । ୫ ସ୍ୱର୍ଣ୍ଣ, ୫ ରୌପ୍ୟ, ୮ ବ୍ରୋଞ୍ଚ ହାତେଇଛି ଭାରତ । ସେହିପରି ୨୫ ମିଟର ପିସ୍ତଲ ଇଭେଣ୍ଟର ମହିଳା ବର୍ଗରେ ଭାରତ ଜିିତିଛି ସ୍ୱର୍ଣ୍ଣ ପଦକ । ମନୁ ଭାକର, ଇଶା ସିଂ ଓ ରିଦମ ସାଙ୍ଗୱାନ ଏହି ସଫଳତା ଆଣିଦେଇଛନ୍ତି । ଭାରତ ପକ୍ଷରୁ ସିପ୍ତ ସାମ୍ରା, ଆଶି ଚୌକସେ ଓ ମାନିନି କୌଶିକ ଏହି ସଫଳତା ଆଣିଛନ୍ତି । ଏବେ ସୁଦ୍ଧା ୧୮ଟି ପଦକ ଜିତିଛି ଭାରତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’