Masthead

ନବୀନ @୭୫

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ୭୫ ବର୍ଷରେ ପାଦ ଥାପିଛନ୍ତି ମୁଖ୍ୟମନ୍ତ୍ରୀ । ଚାରିଅଡ଼ୁ ଛୁଟିଛି ଶୁଭେଛାର ସୁଅ । କରୋନା ଲାଗି ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ । ଗରିବ ଲୋକଙ୍କୁ ସାହାଯ୍ୟ କରିବା, ରକ୍ତଦାନ ଓ ପ୍ଲାଜମା ଦାନ କରିବା ଲାଗି ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟେଲିଫୋନ କରି ଶୁଭେଛା ଜଣାଇବା ସହ ଟ୍ୱିଟ୍ ମଧ୍ୟ କରିଥିଲେ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡ଼ୁ, କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ, ଅପରାଜିତା ଷଢ଼ଙ୍ଗୀ ଟ୍ୱିଟ୍ ଯୋଗ ଶୁଭେଛା ଜଣାଇଛନ୍ତି ।

୨୦ ବର୍ଷର ମୁଖ୍ୟମନ୍ତ୍ରୀ ମଧ୍ୟରେ ୭ଥର ଜନ୍ମଦିନ ପାଳିନାହାଁନ୍ତି ନବୀନ । ୨୦୧୧ରେ ବନ୍ୟା, ୨୦୧୩ରେ ଫାଇଲିନ୍, ୨୦୧୪ରେ ହୁଡ଼ୁହୁଡ଼ୁ, ୨୦୧୬ରେ ସହିଦ ଯବାନଙ୍କ ପାଇଁ ଜନ୍ମଦିନ ପାଳିନଥିଲେ ମୁଖ୍ୟମନ୍ତ୍ରୀ । ୨୦୧୮ରେ ତିତିଲ ଓ ୨୦୧୯ରେ ଫୋନି ଲାଗି ଜନ୍ମଦିନ ପାଳିନଥିଲେ ମୁଖ୍ୟମନ୍ତ୍ରୀ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୋଟର ତାଲିକାରେ କ୍ୟାଟ୍ କୁମାରଙ୍କୁ ନେଇ ଚର୍ଚ୍ଚା 🔴 ଆଖି ବୁଜିଲେ ବରଗଡ଼ ନାବାଳିକା 🔴 ଶ୍ରୀମନ୍ଦିରରେ ନକଲି ଗୁମାସ୍ତା 🔴 ପୁଣି ପ୍ରେମୀ ଯୁଗଳଙ୍କ ବେକରେ ଜୁଆଳି 🔴 ନାବାଳିକା ପୋଡ଼ି, ତଦନ୍ତ ପାଇଁ ଟିମ ଗଠନ 🔴 ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ, ଯୁବକଙ୍କୁ ବାନ୍ଧି ନିର୍ଧୁମ ମାଡ଼ 🔴 ଧନରାଜଙ୍କ ପାଇଁ ଗଲା ଆଉ ଏକ ଜୀବନ 🔴 ୧୨ ଘଣ୍ଟିଆ ରାଇଘର  ବନ୍ଦ 🔴 ଝଡ ପବନ ସହ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ 🔴 ଭୋଟର ତାଲିକାରେ କ୍ୟାଟ୍ କୁମାରଙ୍କୁ ନେଇ ଚର୍ଚ୍ଚା 🔴 ଆଖି ବୁଜିଲେ ବରଗଡ଼ ନାବାଳିକା 🔴 ଶ୍ରୀମନ୍ଦିରରେ ନକଲି ଗୁମାସ୍ତା 🔴 ପୁଣି ପ୍ରେମୀ ଯୁଗଳଙ୍କ ବେକରେ ଜୁଆଳି 🔴 ନାବାଳିକା ପୋଡ଼ି, ତଦନ୍ତ ପାଇଁ ଟିମ ଗଠନ 🔴 ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ, ଯୁବକଙ୍କୁ ବାନ୍ଧି ନିର୍ଧୁମ ମାଡ଼ 🔴 ଧନରାଜଙ୍କ ପାଇଁ ଗଲା ଆଉ ଏକ ଜୀବନ 🔴 ୧୨ ଘଣ୍ଟିଆ ରାଇଘର  ବନ୍ଦ 🔴 ଝଡ ପବନ ସହ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ