Masthead

ହାପି ବାର୍ଥଡ଼େ ରଜନୀକାନ୍ତ

ଚେନ୍ନାଇ(ବଡ଼ ଖବର ବ୍ୟୁରୋ): ୭୦ ବର୍ଷରେ ପଦାପର୍ଣ କଲେ ସୁପରଷ୍ଟାର ରଜନୀକାନ୍ତ । ଦକ୍ଷିଣ ସିନେମା ଜଗତରେ ‘ଭଗବାନ’ର ଆଖ୍ୟା ପାଇଥିବା ରଜନୀକାନ୍ତ ଆଜି ନିଜର ଜନ୍ମଦିନ ପାଳନ କରୁଛନ୍ତି । ନିଜର ନିଆରା ଅଭିନୟ ପାଇଁ ଦୀର୍ଘଦିନରୁ ଦର୍ଶକଙ୍କୁ ବାନ୍ଧି ରଖିବାରେ ସଫଳ ହୋଇଛନ୍ତି ରଜନୀକାନ୍ତ । ସେ ନିଜ କ୍ୟାରିୟର ବସ କଣ୍ଡକଟକର ରୁ ଆରମ୍ଭ କରିଥିବା ବେଳେ ଆଜି ସେ ଜଣେ ସଫଳ ଅଭିନେତା ଭାବେ ବେଶ୍ ପରିଚିତ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରଜନୀଙ୍କୁ ଟିଟ୍ୱ କରି ଶୁଭେଚ୍ଛା ଜଣାଇବା ସହ ଫ୍ୟାନମାନଙ୍କ ତରଫରୁ ମଧ୍ୟ ଶୁଭେଚ୍ଛାର ସୁଅ ଛୁଟୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ