Masthead

ହାପି ବାର୍ଥଡ଼େ ରଜନୀକାନ୍ତ

ଚେନ୍ନାଇ(ବଡ଼ ଖବର ବ୍ୟୁରୋ): ୭୦ ବର୍ଷରେ ପଦାପର୍ଣ କଲେ ସୁପରଷ୍ଟାର ରଜନୀକାନ୍ତ । ଦକ୍ଷିଣ ସିନେମା ଜଗତରେ ‘ଭଗବାନ’ର ଆଖ୍ୟା ପାଇଥିବା ରଜନୀକାନ୍ତ ଆଜି ନିଜର ଜନ୍ମଦିନ ପାଳନ କରୁଛନ୍ତି । ନିଜର ନିଆରା ଅଭିନୟ ପାଇଁ ଦୀର୍ଘଦିନରୁ ଦର୍ଶକଙ୍କୁ ବାନ୍ଧି ରଖିବାରେ ସଫଳ ହୋଇଛନ୍ତି ରଜନୀକାନ୍ତ । ସେ ନିଜ କ୍ୟାରିୟର ବସ କଣ୍ଡକଟକର ରୁ ଆରମ୍ଭ କରିଥିବା ବେଳେ ଆଜି ସେ ଜଣେ ସଫଳ ଅଭିନେତା ଭାବେ ବେଶ୍ ପରିଚିତ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରଜନୀଙ୍କୁ ଟିଟ୍ୱ କରି ଶୁଭେଚ୍ଛା ଜଣାଇବା ସହ ଫ୍ୟାନମାନଙ୍କ ତରଫରୁ ମଧ୍ୟ ଶୁଭେଚ୍ଛାର ସୁଅ ଛୁଟୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ