Masthead

ସୀମା ଲଙ୍ଘିଲେ ପ୍ରଯୋଜକ ଟୁଟୁ ନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମହିଳା ସାମ୍ବାଦିକଙ୍କୁ ଟୁଟୁ ନାୟକଙ୍କ ଦୁର୍ବ୍ୟବହାର ଅଭିଯୋଗ । ପ୍ରଯୋଜକ ଟୁଟୁ ନାୟକଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଲେ ମହିଳା ସାମ୍ବାଦିକ ଦେବସ୍ମିତା ରାଉତ । ସ୍ୱାତୀ-ସ୍ତୁତିରେ ଚାଲିଥିବା ଏକ ଫିଲ୍ମର ପ୍ରିମିୟର ସମୟରେ ମହିଳା ସାମ୍ବାଦିକଙ୍କୁ ର୍ଦୁବ୍ୟବହାର ହୋଇଥିବା ଅଭିଯୋଗ ହୋଇଛି । ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କ ଏତଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ