Masthead

ଖୁବଶୀଘ୍ର ଆସିବ ହରେକୃଷ୍ଣ ମହତାବଙ୍କ ନାଁରେ କଏନ

 

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସଂସ୍କୃତି ଓ ଆଇନ୍ ମନ୍ତ୍ରୀଙ୍କ ଘୋଷଣା ଖୁବଶୀଘ୍ର ହରେକୃଷ୍ଣ ମହତାବଙ୍କ ନାଁରେ ଆସିବ କଏନ। ହରେକୃଷ୍ଣ ମହାତବଙ୍କ ୧୨୫ ତମ ଜୟନ୍ତୀରେ ଜାରି ହେବ ସ୍ୱତନ୍ତ୍ର କଏନ । କେନ୍ଦ୍ର ସରକାର ସ୍ୱତନ୍ତ୍ର କଏନ ଜାରି କରିବେ । ଏ ନେଇ କେନ୍ଦ୍ର ସଂସ୍କୃତି ବିଭାଗ ଅର୍ଥମନ୍ତ୍ରାଳୟଙ୍କୁ ପ୍ରସ୍ତାବ ଦେଇଥିଲା। ଅର୍ଥମନ୍ତ୍ରାଳୟ ଏହାକୁ ଅନୁମୋଦନ କରିସାରିଛି। ସ୍ୱାଧୀନତା ସଂଗ୍ରାମୀ ଦିବସ ମହୋତ୍ସବ ଯୋଗ ଦେଇ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଅର୍ଜ୍ଜୁନ ରାମ ମେଗାୱାଲ କହିଛନ୍ତି । ୧୦୦ ଟଙ୍କିଆ କଏନ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ