Masthead

ଓଭରଟେକ୍ ନେଲା ୬ ଜୀବନ 

ହରିୟାଣା (ବଡ଼ ଖବର ବ୍ୟୁରୋ):  ହରିୟାଣାରେ ଭୟଙ୍କର ସଡ଼କ ଦୁର୍ଘଟଣା। ଆଜି ସକାଳେ ଏକ ସ୍କୁଲ୍ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି।  ଯେଉଁଥିରେ ୬ ଜଣ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।  ଏଥିସହ ୧୨ରୁ ଅଧିକ ପିଲା ଆହତ ହୋଇଛନ୍ତି।  ବସ୍ ଡ୍ରାଇଭର ଓଭରଟେକ୍ କରିବାକୁ ଚେଷ୍ଟା କରୁଥିବାରୁ ଦୁର୍ଘଟଣା ଘଟିଥିବା କୁହାଯାଉଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।  ବସ ଚାଳକ ଜଣଙ୍କ ମଦ ପିଇଥିବା ଜଣାପଡିଛି ।

ଭାରସାମ୍ୟ ହରାଇବାରୁ ଏଭଳି ଏକ ଦୁର୍ଘଟଣା ଘଟିଛି । ବସ ଚାଳକ ଏବେ ଗିରଫ ହୋଇଛନ୍ତି । ସ୍ଥାନୀୟ ମିଡିଆର ରିପୋର୍ଟ ଅନୁଯାୟୀ ବସ ଡ୍ରାଇଭର ଜଣଙ୍କ ମଦ ପିଇବା ସହିତ ବେପରୁଆ ଭାବେ ଗାଡି ଚଳାଉଥିଲେ । ଏବେ ଗିରଫ ହେବା ପରେ ସଂପୃକ୍ତ ଡ୍ରାଇଭରଙ୍କ ମେଡିକାଲ ପରୀକ୍ଷା ହେବ । ଏହାପରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ