Masthead

ରାହୁଲଙ୍କ ବିଜୟ ସଙ୍କଳ୍ପ ଯାତ୍ରା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ପାଖେଇ ଆସୁଛି ହରିୟାଣା ବିଧାନସଭା ନିର୍ବାଚନ । ଯାହାକୁ ନେଇ ନେଇ କଂଗ୍ରେସ ରଣନୀତି ପ୍ରସ୍ତୁତ କରିଛି । ରାହୁଲ ଗାନ୍ଧୀ ରାଲି ବଦଳରେ ରାଜ୍ୟରେ ଏକ ବିଜୟ ସଂକଳ୍ପ ଯାତ୍ରା କରିବାକୁ ଯାଉଛନ୍ତି । ସୋମବାରଠାରୁ ରାହୁଲ ଭାରତ ଯୋଡ଼ୋ ଯାତ୍ରା ଭଳି ହରିଆଣାରେ ଏହି ଯାତ୍ରାରେ ବାହାରିବେ ବୋଲି ଜଣାପଡ଼ିଛି । ଅକ୍ଟୋବର ୫ରେ ଭୋଟିଂ ହେବାକୁ ଥିବାବେଳେ ରାହୁଲଙ୍କ ବିଜୟ ସଂକଳ୍ପ ଯାତ୍ରା ଅକ୍ଟୋବର ୩ ପର୍ଯ୍ୟନ୍ତ ଚାଲିବ ।

କଂଗ୍ରେସ ଜିତିବାକୁ ଥିବା ବିଧାନସଭା ନିର୍ବାଚନମଣ୍ଡଳି ଦେଇ ଏହି ଯାତ୍ରା ଅନ୍ୟ ସ୍ଥାନକୁ ଯିବ ବୋଲି କୁହାଯାଉଛି । ତେବେ ଯାତ୍ରାର ବିସ୍ତୃତ ରୁଟ୍ ବାବଦରେ ସୂଚନା ଦିଆଯାଇନାହିଁ । ଲୋକସଭା ନିର୍ବାଚନ ପୂର୍ବରୁ ରାହୁଲଙ୍କ ଭାରତ ଯୋଡ଼ୋ ଯାତ୍ରା କଂଗ୍ରେସକୁ ଫାଇଦା ଦେଇଥିଲା । ଏହାକୁ ଦୃଷ୍ଟିରେ ରଖି ହରିଆଣାରେ ବହୁସଂଖ୍ୟାରେ ଜନମତ ହାସଲ କରିବାକୁ କଂଗ୍ରେସ ଏପରି ମେଗା ପ୍ଲାନ୍ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି