Masthead

ମେଡିସିନ୍ ନ ଆସିବା ପର୍ଯ୍ୟନ୍ତ ଢିଲା ମାରନ୍ତୁନି

ନୂଆଦିଲ୍ଲୀ: ଯେ ପର୍ଯ୍ୟନ୍ତ କରୋନା ମେଡିସିନ୍ ନ ଆସିଛି, ସେପର୍ଯ୍ୟନ୍ତ ଢିଲା ମାରନ୍ତୁ ନାହିଁ । ସ୍ୱଚ୍ଛତା ହିଁ ଉତ୍ତମ ସ୍ୱାସ୍ଥ୍ୟର ଆଧାର । ଘର ତଥା ପରିବେଶକୁ ସ୍ୱଚ୍ଛ ରଖନ୍ତୁ । କରୋନା ସହ ଯୁଦ୍ଧ ଜାରି ରହିଛି । ଏଥିପାଇଁ ସମସ୍ତେ ନିଜ ନିଜ ଦାୟିତ୍ୱ ଠିକ୍ଭାବେ ତୁଲାନ୍ତୁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ କହିଛନ୍ତି । ସେ ଶନିବାର ଟୁଇଟ୍ କରି ଦେଶବାସୀଙ୍କୁ ଏହି ଆହ୍ୱାନ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ