Masthead

ଗାଁ ନିଶାପରେ ଗଣ୍ଡଗୋଳ : ଜଣେ ମୃତ

ହାଟଡ଼ିହି(ବଡ଼ ଖବର ବ୍ୟୁରୋ): କୁକୁଡା ମୃତ୍ୟୁକୁ ନେଇ ନନ୍ଦିପଦା ଥାନା ଅଁରା ଗାଁରେ ବସିଥିଲା ନିଶାପ । ମାତ୍ର ଏହି ସମୟରେ କୌଣସି କାରଣରୁ ଗାଁର ଆନନ୍ଦ ନାୟକ ଏବଂ ବାବନ ବେହେରାଙ୍କ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟିଥିଲା । ଗଣ୍ଡଗୋଳ ବେଳେ ବାବନ ଏକ ବ୍ୟାଟରେ ଆନନ୍ଦକୁ ପିଟିବାରୁ ସେ ଗୁରୁତର ଆହତ ହୋଇଥିଲା । ଗୁରୁତର ଅବସ୍ଥାରେ ଆନନ୍ଦକୁ ସାଳଣିଆ ମେଡିକାଲ ପଠାଯାଇଥିଲା । ମାତ୍ର ତାକୁ ଡାକ୍ତର କଟକ ପଠାଇ ଦେଇଥିଲେ । ହେଲେ ବାଟରେ ତାର ମୃତ୍ୟୁ ଘଟିଥିଲା । ଏହି ଘଟଣା ପରେ ବାବନ ଫେରାର ଥିବା ବେଳେ ପୋଲିସ ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ