Masthead

ଗାଁ ନିଶାପରେ ଗଣ୍ଡଗୋଳ : ଜଣେ ମୃତ

ହାଟଡ଼ିହି(ବଡ଼ ଖବର ବ୍ୟୁରୋ): କୁକୁଡା ମୃତ୍ୟୁକୁ ନେଇ ନନ୍ଦିପଦା ଥାନା ଅଁରା ଗାଁରେ ବସିଥିଲା ନିଶାପ । ମାତ୍ର ଏହି ସମୟରେ କୌଣସି କାରଣରୁ ଗାଁର ଆନନ୍ଦ ନାୟକ ଏବଂ ବାବନ ବେହେରାଙ୍କ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟିଥିଲା । ଗଣ୍ଡଗୋଳ ବେଳେ ବାବନ ଏକ ବ୍ୟାଟରେ ଆନନ୍ଦକୁ ପିଟିବାରୁ ସେ ଗୁରୁତର ଆହତ ହୋଇଥିଲା । ଗୁରୁତର ଅବସ୍ଥାରେ ଆନନ୍ଦକୁ ସାଳଣିଆ ମେଡିକାଲ ପଠାଯାଇଥିଲା । ମାତ୍ର ତାକୁ ଡାକ୍ତର କଟକ ପଠାଇ ଦେଇଥିଲେ । ହେଲେ ବାଟରେ ତାର ମୃତ୍ୟୁ ଘଟିଥିଲା । ଏହି ଘଟଣା ପରେ ବାବନ ଫେରାର ଥିବା ବେଳେ ପୋଲିସ ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା