Masthead

ହାତରସ ଗଣଦୁଷ୍କର୍ମ ମାମଲା, ୩ ଅଭିଯୁକ୍ତ ନିଦେ୍ର୍ଦାଶ

ଉତ୍ତର ପ୍ରଦେଶ(ବଡ଼ ଖବର ବ୍ୟୁରୋ): ବହୁଚର୍ଚ୍ଚିତ ହାତରସ ଗଣଦୁଷ୍କର୍ମ ଓ ହତ୍ୟା ମାମଲା । ନିଦେ୍ର୍ଦାଶରେ ଖଲାସ ହେଲେ ୩ ଅଭିଯୁକ୍ତ । ୪ ଅଭିଯୁକ୍ତଙ୍କ ମଧ୍ୟରୁ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି କୋର୍ଟ । ଅଭିଯୁକ୍ତ ସନ୍ଦୀପ, ରବି, ଲବକୁଶ ଏବଂ ରାମୁଙ୍କ ମଧ୍ୟରୁ ଅଦାଲତ ସନ୍ଦୀପଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆଇପିସିର ଧାରା ୩୦୪ଏବଂ ଏସସି/ଏସଟି ଅଧିନିୟମ ଅନୁଯାୟୀ ସନ୍ଦୀପ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତେବେ ରାୟରେ ପୀଡ଼ିତାଙ୍କ ପରିବାର ଖୁସି ନୁହନ୍ତି ବୋଲି କହିଛନ୍ତି। ସେମାନେ ଏହି ରାୟ ବିରୋଧରେ ହାଇକୋର୍ଟରେ ଆବେଦନ କରିବେ।

ଆଜି ଏହି ମାମଲାରେ ଜିଲ୍ଲା ଅଦାଲତ ଶୁଣାଣି କରି ରାୟ ଦେଇଛନ୍ତି। ୨୦୨୦ ସେପ୍ଟେମ୍ବର ମାସରେ ପଶ୍ଚିମାଞ୍ଚଳ ଉତ୍ତର ପ୍ରଦେଶର ହାଥ୍‌ରସ୍‌ ଜିଲ୍ଲା ଅନ୍ତର୍ଗତ ବୁଲ୍‌ଗଡ଼ିରେ ଜଣେ ୧୯ ବର୍ଷୀୟ ଦଳିତ ବାଳିକା ଗଣଦୁଷ୍କର୍ମ ଶିକାର ହୋଇଥିଲେ । ଘଟଣାର ୧୫ ଦିନ ପରେ ଦିଲ୍ଲୀର ସଫଦରଜଙ୍ଗ୍‌ ଡାକ୍ତରଖାନାରେ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା