Masthead

ହାଇକୋର୍ଟଙ୍କ ନିର୍ଦ୍ଦେଶ ; ରାଜ୍ୟ ସରକାର ଭରିବେ ୧ଲକ୍ଷ ଜରିମାନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ରାଜ୍ୟ ସରକାରଙ୍କୁ ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ । ଓଏଏସ ଚାକିରିରୁ ବହିଷ୍କୃତ କରିଥିବା ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ରାଜ୍ୟ ସରକାର ଭରିବେ ୧ ଲକ୍ଷ ଜରିମାନା । ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ଓଏଏସ ଚାକିରିରୁ ବହିଷ୍କୃତ ମାମଲାରେ ଓଡ଼ିଶା ହାଇକୋର୍ଟ ରାୟ ଶୁଣାଇଛନ୍ତି । ଏହା ସହିତ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ଯଥା ସମ୍ଭବ ଚାକିରିରେ ନିଯୁକ୍ତି କରିବାକୁ ମଧ୍ୟ ଓଡ଼ିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ହାଇକୋର୍ଟଙ୍କ ଜଣିକିିଆ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି । ବିଚାରପତି ସଞ୍ଜୟ କୁମାର ମିଶ୍ର ଓଡ଼ିଶା ସିଭିଲ ସର୍ଭିସରେ କ୍ୱାଲିଫାଏ କରିଥିବା ଅନୁଶ୍ରଭ ଗନ୍ତାୟତଙ୍କୁ ନିଯୁକ୍ତି କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ବିଚାରପତି ସଞ୍ଜୟ କୁମାର ମିଶ୍ର ଆହୁରି ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ଅତି ଆବଶ୍ୟକ ହେଲେ ନୂଆ ପୋଷ୍ଟ କ୍ରିଏଟ କରି ଅନୁଶ୍ରଭ ଗନ୍ତାୟତଙ୍କୁ ନିଯୁକ୍ତି କରାଯାଉ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି