Masthead

ବଦଳିଲା ଲକ୍ଷ୍ମୀ ବସର ରଙ୍ଗ: ଲକ୍ଷ୍ମୀ ବସ ହେଲା ମୁଖ୍ୟମନ୍ତ୍ରୀ ବସ ସେବା 

ଢେଙ୍କାନାଳ (ବଡ଼ ଖବର ବ୍ୟୁରୋ): ବଦଳିଲା ଲକ୍ଷ୍ମୀ ବସର ରଙ୍ଗ । ଢେଙ୍କାନାଳରେ ବଦଳିଲା ଲକ୍ଷ୍ମୀ ବସର ରଙ୍ଗ । ସବୁଜରୁ ହେଲା ଗେରୁଆ ରଙ୍ଗ ଏହା ସହ ପରିବର୍ତ୍ତନ ହେଲା ଲକ୍ଷ୍ମୀ ବସର ନାମ । ଲକ୍ଷ୍ମୀ ବସ ବଦଳରେ ଲେଖା ହେଲା ମୁଖ୍ୟମନ୍ତ୍ରୀ ବସ ସେବା । ପ୍ରଥମ ପର୍ଯ୍ୟାୟରେ ଢେଙ୍କାନାଳ ଜିଲ୍ଲାର ୮ଟି ବ୍ଲକର ୮ଟି ବସକୁ କରାଗଲା ଗେରୁଆ ରଙ୍ଗ । ଏହି ନୂତନ ଗେରୁଆ ରଙ୍ଗ ବସ ଆଗାମୀ ପୁରୀ ରଥ ଯାତ୍ରା ପାଇଁ ଏହି ସବୁ ବ୍ଲକରୁ ଚାଲିବ ବୋଲି କାର୍ଯ୍ୟାଳୟ ସୂତ୍ରରୁ ପ୍ରକଶ । ତେବେ ପରବର୍ତ୍ତୀ ପର୍ଯ୍ୟାୟରେ ସମସ୍ତ ବସ ଏହି ଗେରୁଆ ରଙ୍ଗ କରାଯିବ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ