Masthead

ବଦଳିଲା ଲକ୍ଷ୍ମୀ ବସର ରଙ୍ଗ: ଲକ୍ଷ୍ମୀ ବସ ହେଲା ମୁଖ୍ୟମନ୍ତ୍ରୀ ବସ ସେବା 

ଢେଙ୍କାନାଳ (ବଡ଼ ଖବର ବ୍ୟୁରୋ): ବଦଳିଲା ଲକ୍ଷ୍ମୀ ବସର ରଙ୍ଗ । ଢେଙ୍କାନାଳରେ ବଦଳିଲା ଲକ୍ଷ୍ମୀ ବସର ରଙ୍ଗ । ସବୁଜରୁ ହେଲା ଗେରୁଆ ରଙ୍ଗ ଏହା ସହ ପରିବର୍ତ୍ତନ ହେଲା ଲକ୍ଷ୍ମୀ ବସର ନାମ । ଲକ୍ଷ୍ମୀ ବସ ବଦଳରେ ଲେଖା ହେଲା ମୁଖ୍ୟମନ୍ତ୍ରୀ ବସ ସେବା । ପ୍ରଥମ ପର୍ଯ୍ୟାୟରେ ଢେଙ୍କାନାଳ ଜିଲ୍ଲାର ୮ଟି ବ୍ଲକର ୮ଟି ବସକୁ କରାଗଲା ଗେରୁଆ ରଙ୍ଗ । ଏହି ନୂତନ ଗେରୁଆ ରଙ୍ଗ ବସ ଆଗାମୀ ପୁରୀ ରଥ ଯାତ୍ରା ପାଇଁ ଏହି ସବୁ ବ୍ଲକରୁ ଚାଲିବ ବୋଲି କାର୍ଯ୍ୟାଳୟ ସୂତ୍ରରୁ ପ୍ରକଶ । ତେବେ ପରବର୍ତ୍ତୀ ପର୍ଯ୍ୟାୟରେ ସମସ୍ତ ବସ ଏହି ଗେରୁଆ ରଙ୍ଗ କରାଯିବ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ