Masthead

୧୬ ମହଲାରୁ ଡେଇଁ ଆତ୍ମହତ୍ୟା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଆଉ ଏକ ଘନିଷ୍ଠ ବ୍ୟକ୍ତି କଲେ ଆତ୍ମହତ୍ୟା । ୧୬ ମହଲାରେ ସେ ରହୁଥିବା ଏକ ଝରକାରୁ ଡେଇଁ ଆତ୍ମହତ୍ୟା କରିଛନ୍ତି । ମୃତ ମାରିନା ୟାଙ୍କିନା ରୁଷର ପ୍ରତିରକ୍ଷା ବିଭାଗର ଜଣେ ପ୍ରମୁଖ ଅଧିକାରୀ ଥିଲେ । ୟୁକ୍ରେନ ବିପକ୍ଷରେ ଯୁଦ୍ଧ ପାଇଁ ପାଣ୍ଠି ଯୋଗାଡ଼ କରିବା ଦାୟିତ୍ୱରେ ଥିଲେ ।

ସେ କାହିଁକି ଆତ୍ମହତ୍ୟା କଲେ ତାହା ସ୍ପଷ୍ଟ ହୋଇନାହିଁ । ରୁଷ-ୟୁକ୍ରେନ ଯୁଦ୍ଧ ଚାଲିଥିବା ବେଳେ ପୁଟିନଙ୍କ ଅନେକ ନିକଟତମ ବ୍ୟକ୍ତିଙ୍କର ରହସ୍ୟଜନକ ଭାବେ ମୃତ୍ୟୁ ଘଟିଛି । ମାରିନା ୟାଙ୍କିନାଙ୍କ ବୟସ ୫୮ ବର୍ଷ । ସେ ପିଟର୍ସବର୍ଗର ଜାମ୍ଶିନା ଷ୍ଟ୍ରିଟରେ ରହୁଥିଲେ । ପ୍ରାଥମିକ ତଦନ୍ତରୁ ୟାଙ୍କିନା ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି