ରାତି ଅଧରେ ଉଠାଇ ଆଣିଲା ପୋଲିସ

କଟକ (ବଡ଼ ଖବର ବ୍ୟୁରୋ): ଗଛମୂଳେ ଖରସ୍ରୋତା ବଞ୍ଚାଅ ଅଭିଯାନର ନେତା ଶ୍ରୀକାନ୍ତ ନାୟକ ଏସସିବିର ଗଛମୂଳେ । ଶ୍ରୀକାନ୍ତ ଧାରଣାରେ ୪ ଦିନ ବସିବା ପରେ ଅସୁସ୍ଥ ହୋଇପଡିଥିଲେ । ଜିଲ୍ଲା ପ୍ରଶାସନ ତରଫରୁ ତାଙ୍କୁ କେନ୍ଦ୍ରାପଡା ମୁଖ୍ୟ ଚିକିତ୍ସା କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେ ଦୀର୍ଘ ୧୬ ଦିନ ଧରି କେନ୍ଦ୍ରାପଡା ମେଡ଼ିକାଲରେ ଚିକିତ୍ସିତ ହେଉଥିଲେ ।

ବୁଧବାର ମଧ୍ୟରାତ୍ରିରେ ପୋଲିସ ଉଠାଇ ଆଣିଛି । ଉନ୍ନତ ଚିକିତ୍ସା ପାଇଁ କଟକ ମେଡ଼ିକାଲ ନିଆଯାଉଛି ବୋଲି ପୋଲିସ ଶ୍ରୀକାନ୍ତକୁ କହିଥିଲା । କିନ୍ତୁ କଟକରେ କୌଣସି ଚିକିତ୍ସା କରାଯାଇ ନାହିଁ । ଓ୍ବାର୍ଡ ନଥିବାରୁ ତାଙ୍କୁ ଏକ ଗଛମୂଳେ ରଖି ପୋଲିସ ଜଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’