Masthead

ବ୍ୟାଙ୍କ ଲୁଟିବାକୁ ଯାଇ ଖାଇଲେ ନିସ୍ତୁକ ମାଡ଼

ବାଲିଅନ୍ତା (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଅଞ୍ଚଳରେ ଘଟିଛି ଚାଞ୍ଚଲ୍ୟକର ଘଟଣା । ବ୍ୟାଙ୍କ ଡକାୟତି ଉଦ୍ୟମ ପଣ୍ଡ ହୋଇଥିବାବେଳେ ଅଭିଯୁକ୍ତ ଗିରଫ ସହ ଲକ୍ଷାଧିକ ଟଙ୍କା ସୁନା ଅଳଙ୍କାର ଜବତ ହୋଇଛି । ବାଲିଅନ୍ତା ଥାନା ଅଟଳା ନିକଟରେ ଥିବା ଷ୍ଟେଟ ବ୍ୟାଙ୍କ ଶାଖାରୁ ସନ୍ଧ୍ୟା ୫ଟା ସମୟରେ ଜଣେ ଦୁର୍ବୃତ୍ତ ଡକାୟତି କରିବା ପରେ ଚମ୍ପଟ ମରିବାକୁ ଚେଷ୍ଟା କରିଥିଲା । ପିଅନ ଅଟକାଇବାକୁ ଚେଷ୍ଟା କରିବା ବେଳକୁ ଛୁରା ମାଡ଼ରେ ପିଅନ ଆହାତ ହୋଇଛନ୍ତି ।

ସ୍ଥାନୀୟଲୋକ ଅପରାଧୀକୁ ଧରି ନିସ୍ତୁକ ମାଡ଼ ମାରିବା ସହ ପୋଲିସ ଜିମା ଦେଇଥିଲେ । ଅପରାଧୀ ଜଣକ ବାଲିଅନ୍ତା ଅଂଚଳର ଉମା ଶଙ୍କର ପରିଡ଼ା । ଅପରାଧୀ ନିକଟରୁ ନଗଦ ୮ ଲକ୍ଷ ୬୩ ହଜାର ଟଙ୍କା ଏବଂଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସମେତ ଗୋଟିଏ ବନ୍ଧୁକ ଜବତ ହୋଇଛି । ଡକାୟତିରେ ବ୍ୟବହାର ବାଇକକୁ ପୋଲିସ ଜବତ କରିଛି । ଘଟଣାର ଅଧିକ ତଦନ୍ତ ଜାରିରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି