Masthead

ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ

ବୋଲଗଡ଼(ବଡ଼ ଖବର ବ୍ୟୁରୋ): ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ରେ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି । ସ୍ୱାସ୍ଥ୍ୟକେନ୍ଦ୍ରରେ ଡ଼ାକ୍ତର ସମସ୍ୟା ଲାଗିରହିଛି । ଏହି ପଦବୀ ପୂରଣ ନହେଲେ ଜାତୀୟ ରାଜପଥ ୫୭କୁ ଗଣତାନ୍ତ୍ରିକ ଉପାୟରେ ବନ୍ଦ କରାଯିବ ବୋଲି ବୋଲଗଡ ବଣିକ ମହାସଙ୍ଘ ପକ୍ଷରୁ ସୂଚନା ଦିଆଯାଇଛି । ବ୍ଳକରେ ୮ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ୧୮ ଜଣ ଡ଼ାକ୍ତର ରହିବା ବଦଳରେ ୪ ଜଣ ସ୍ଥାୟୀ ଡ଼ାକ୍ତର ଅଛନ୍ତି ।

ଏହି ପଦବୀକୁ ପୂରଣ କରିବାକୁ ଅଞ୍ଚଳବାସୀ ଦାବି କରୁଥିଲେ ମଧ୍ୟ ତାହା ବିଭାଗ ପକ୍ଷରୁ ପୂରଣ କରାଯାଉନାହିଁ । ପ୍ରତ୍ୟକ ଦିନ ୩୦୦ରୁ ୪୦୦ ରୋଗୀ ପଞ୍ଜୀକୃତ କରୁଛନ୍ତି । ଦିନକୁ ଦିନ ରୋଗୀ ସେବା ବାଧାପ୍ରାପ୍ତ ହେଉଛି । ତେବେ ଏନେଇ ଅଞ୍ଚଳବାସୀ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ଡ଼ାକ୍ତରଖାନାରେ ଖାଲି ପଡ଼ିଥିବା ପଦବୀଗୁଡ଼ିକ ଶୀଘ୍ର ପୂରଣ କରାନଗଲେ ପୁଣିଥରେ ଜାତୀୟ ରାଜପଥକୁ ଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଗଣତାନ୍ତ୍ରିକ ଉପାୟରେ ବନ୍ଦ କରାଯିବ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ