ରଥଯାତ୍ରା ଓ ସ୍ନାନପୂର୍ଣ୍ଣିମା ଆଗରୁ ସେବାୟତଙ୍କ ସ୍ୱାସ୍ଥ୍ୟ ଯାଞ୍ଚ

ପୁରୀ(ବଡ଼ ଖବର ବ୍ୟୁରୋ): ରଥଯାତ୍ରା ଏବଂ ସ୍ନାନପୂଣ୍ଣିମା ପୂର୍ବରୁ ସେବାୟତଙ୍କ ସ୍ୱାସ୍ଥ୍ୟ ଯାଞ୍ଚ ହୋଇଛି । କୋଭିଡିକୁ ନଜରରେ ରଖି ଶ୍ରୀମନ୍ଦିର ସେବାୟତ, ପୋଲିସ କର୍ମଚାରୀ, ମନ୍ଦିର ପ୍ରଶାସନିକ ଅଧିକାରୀଙ୍କ ହେବ ଆରଟିପିସିଆର ଟେଷ୍ଟ ଆଜିଠୁ ଆରମ୍ଭ ହୋଇଛି । ରଥଯାତ୍ରା ସମ୍ଫୃକ୍ତ ସମସ୍ତଙ୍କର ହେବ ଚାରିଥର କରୋନା ଟେଷ୍ଟ । ରଥଯାତ୍ରାକୁ ସମ୍ଫୂର୍ଣ୍ଣ କୋଭିଡ ମୁକ୍ତ କରିବା ଶ୍ରୀମନ୍ଦିର ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!