Masthead

ଗୋପାଳପୁର ବନ୍ଦର ପକ୍ଷରୁ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟସେବା

ଛତ୍ରପୁର (ବଡ଼ ଖବର ବ୍ୟୁରୋ):  ଗୋପାଳପୁର ବନ୍ଦର ପକ୍ଷରୁ ନିକଟସ୍ଥ ଆର୍ଯ୍ୟପଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟସେବା କେନ୍ଦ୍ର ଆୟୋଜିତ ହୋଇଛି । ଗୋପାଳପୁର ବନ୍ଦରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭି ଜେ ରାଓ ଏହି ସ୍ୱାସ୍ଥ୍ୟ ଶିବିରକୁ ଉଦଘାଟନ କରିଥିଲେ।

ବନ୍ଦରର ବରିଷ୍ଠ ଉପସଭାପତି (ମାନବ ସମ୍ବଳ ଏବଂ ଶିଳ୍ପ ସମ୍ପର୍କ) ଅଜୟ ମିଶ୍ର, ଆର୍ଯ୍ୟପଲ୍ଲୀ ସରପଞ୍ଚ ତ୍ରିଲୋଚନ ବେହେରା, ବନ୍ଦରର ସିଏଫଓ ବିକାଶ କୁମାର, ସହକାରୀ ଉପସଭାପତି ଚିତ୍ତରଞ୍ଜନ ବାହିନୀପତି ଉପସ୍ଥିତ ଥିଲେ। ଏହି ସ୍ୱାସ୍ଥ୍ୟ ସେବା କେନ୍ଦ୍ରରେ ସ୍ତ୍ରୀ ରୋଗ, ଶିଶୁ ରୋଗ ଏବଂ ଭେଷଜ ବିଭାଗ ତତ୍ୱାବଧାନରେ ମାଗଣାରେ ୧୫୦ରୁ ଅଧିକ ଲୋକଙ୍କ ପରୀକ୍ଷା କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ