Masthead

ଏପ୍ରିଲ ୨୯ରେ ରାହୁଲଙ୍କ ଆବେଦନର ଶୁଣାଣି

ସୁରଟ  (ବଡ଼ ଖବର ବ୍ୟୁରୋ): ଏପ୍ରିଲ ୨୯ରେ ହେବ ରାହୁଲଙ୍କ ଆବେଦନର ଶୁଣାଣି । ଆବେଦନ ଉପରେ ଶୁଣାଣି କରିବେ ଗୁଜୁରାଟ ହାଇକୋର୍ଟ । ‘ମୋଦି ସରନେମ’ଉପରେ ବିବାଦୀୟ ମନ୍ତବ୍ୟକୁ ନେଇ ସୁରଟ କୋର୍ଟ ରାହୁଲ ଗାନ୍ଧୀଙ୍କୁ ଗାନ୍ଧି ସାବ୍ୟସ୍ତ କରିଥିଲେ। ନିମ୍ନ ଅଦାଲତର ଆଦେଶକୁ ଚ୍ୟାଲେଞ୍ଜ କରି ରାହୁଲ ଗାନ୍ଧି ଗୁଜରାଟ ହାଇକେର୍ଟରେ ଆବେଦନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ