Masthead

ଆଜି ଉଦ୍ଧବ ଗୋଷ୍ଠୀ ପିଟିସନର ଶୁଣାଣି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ହେଲେ ଶିବସେନା ମୁଖ୍ୟ । ସର୍ବସମ୍ମତିକ୍ରମେ ଦଳର ନେତାମାନେ ସିନ୍ଦେଙ୍କୁ ଶିବସେନାର ମୁଖିଆ ଭାବେ ମନୋନୀତ କରିଛନ୍ତି। ନିକଟରେ ନିର୍ବାଚନ କମିଶନ ସିନ୍ଦେ ଗୋଷ୍ଠୀଙ୍କୁ ପ୍ରକୃତ ଶିବସେନାର ମାନ୍ୟତା ଦେଇଥିଲେ। ଏଥିସହ ଉଦ୍ଧବ ଠାକେରଙ୍କ ଠାରୁ ଅଲଗା ହେବା ପୂର୍ବରୁ ଦଳ ବ୍ୟବହାର କରୁଥିବା ଧନୁ ଓ ତୀରକୁ ନିର୍ବାଚନ ଚିହ୍ନ ଭାବେ ବ୍ୟବହାର କରିବାକୁ ମଧ୍ୟ ଇସିଙ୍କ ପକ୍ଷରୁ ସିନ୍ଦେ ଗୋଷ୍ଠୀଙ୍କୁ ଅନମୁତି ମିଳିଛି।

ଏହାକୁ ଉଦ୍ଧବ ଠାକରେଙ୍କ ଗୋଷ୍ଠୀ ବିରୋଧ କରୁଥିବା ବେଳେ ସୁପ୍ରିମକୋର୍ଟରେ ଆବେଦନ କରିଛି। ଆଜି ସୁପ୍ରିମକୋର୍ଟ ଏହାର ଶୁଣାଣି କରିପାରନ୍ତି। ଏକନାଥ ଗୋଷ୍ଠୀକୁ ପ୍ରକୃତ ଶିବସେନାର ସ୍ବୀକୃତି ଏବଂ ଧନୁତୀର ଚିହ୍ନ ପ୍ରଦାନ ଲାଗି ନିର୍ବାଚନ କମିଶନ (ଇସି)ଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଉଦ୍ଧବ ଠାକ୍‌ରେ ଗୋଷ୍ଠୀ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସୁପ୍ରିମକୋର୍ଟ ବୁଧବାର ଏହାର ଶୁଣାଣି କରିବାକୁ ରାଜି ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା