Masthead

ଜଙ୍ଗଲ ଜମିକୁ ନେଇ ଜନଶୁଣାଣି

ଯୋଡ଼ା (ବଡ଼ ଖବର ବ୍ୟୁରୋ): ଡି. ସି. ଜୈନ ଖଣିରେ ଥିବା ୮୯.୯୬୧ ହେକ୍ଟର ଜଙ୍ଗଲ ଜମିକୁ ଅଣ ଜଙ୍ଗଲ ନିମନ୍ତେ ବ୍ୟବହାର ପାଇଁ ୱାର୍ଡ଼ ସଭା ମାଧ୍ୟମରେ ଜନଶୁଣାଣୀ । ଯୋଡ଼ା ଖଣି କ୍ଷେତ୍ର ଦଲପାହାଡ଼ ଠାରେ ଥିବା ଧରମଚାନ୍ଦ ଜୈନ ଲୌହ ଓ ମାଙ୍ଗାନିଜ୍ ଖଣିର ୮୯.୯୬୧ ହେକ୍ଟର ଜଙ୍ଗଲ ଜମିକୁ ଅଣ ଜଙ୍ଗଲ ନିମନ୍ତେ ବ୍ୟବହାର ପାଇଁ ୱାର୍ଡ଼ ସଭା ମାଧ୍ୟମରେ ଜନଶୁଣାଣୀ ଅନୁଷ୍ଠିତ ହୋଇଯାଇଛି ।

ଯୋଡ଼ା ପୌରାଂଚଳର ୱାର୍ଡ଼ ନଂ ୧୪ ଦଲପାହାଡ଼ ଠାରେ ଅନୁଷ୍ଠିତ ଏହି ଜନ ଶୁଣାଣୀକୁ ଯୋଡ଼ା ପୌର ନିର୍ବାହୀ ଅଧିକାରୀ, ଅତିରିକ୍ତ ତହସିଲଦାର ବଡ଼ବିଲ ଓ ଯୋଡ଼ା ବନପାଳ ପରିଚାଳନା କରିଥିଲେ । ଖଣି ଦ୍ୱାରା ପ୍ରଭାବିତ ହେବାକୁ ଥିବା ଅଂଚଳବାସୀ ଏହି ୱାର୍ଡ଼ ସଭାରେ ଭାଗନେଇ କମ୍ପାନୀକୁ ସମର୍ଥନ ଜଣାଇବା ସହ ନିଯୁକ୍ତି, ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ ଭଳି ଅନେକ ଗୁଡ଼ିଏ ଦାବି ଉପସ୍ଥାପନ କରିଥିଲେ । ଲୋକଙ୍କ ଏହି ଦାବିକୁ ଯଥା ସମ୍ଭବ ପୂରଣ କରିବା ପାଇଁ ସଂପୃକ୍ତ ଖଣି କମ୍ପାନୀ ପକ୍ଷରୁ ପ୍ରତିଶୃତି ଦିଆଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ