Masthead

ହୃଦୟ ବିଦାରକ ହତ୍ୟା: ମା’କୁ ମାରିଲେ, ପୁଅର ମୁଣ୍ଡକୁ ପଥରରେ ଛେଚିଲେ

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ଅଜଣା ମହିଳାଙ୍କୁ ହତ୍ୟା । କେନ୍ଦ୍ରାପଡ଼ା ଜିଲ୍ଲାର ଜମ୍ବୂ ସାମୁଦ୍ରିକ ଥାନା ଅନ୍ତର୍ଗତ ଜମ୍ବୂ ପଞ୍ଚାୟତର କଣ୍ଡରାପାଟିଆ ଗାଁ ଜମ୍ବୂଫୁଟା ଜୋର ନିକଟରେ ଶନିବାର ଭୋରରୁ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ବିବାହିତା ମହିଳାଙ୍କୁ କେହି ମାରିଦେଇ ଫିଙ୍ଗି ଦେଇଥିବା ବେଳେ ନିକଟରେ ଶିଶୁପୁତ୍ରର ମୁଣ୍ଡକୁ ପଥରରେ ଛେଚି ପିଙ୍ଗି ଦେଇଛି ।

ମୁମୂର୍ତ୍ସ ଅବସ୍ଥାରେ ସ୍ଥାନୀୟ ଲୋକେ ଶିଶୁକୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି । ହତ୍ୟାକାଣ୍ଡ ସ୍ଥଳରେ ହ୍ୟାଣ୍ଡ ଗ୍ଲୋବସ, ମଦ ବୋତଲ, ମଙ୍ଗଳସୁତ୍ର ପଡିଛି । ମହିଳାଙ୍କ ବେକରେ ଗାମୁଛା ଗୁଡ଼ାହୋଇଛି । ବେକରୁ ରକ୍ତ ବହୁ ଥିବାର ଦେଖାଯାଇଛି । ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ପୋଲିସ କହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ