Masthead

ହୃଦୟ ବିଦାରକ ହତ୍ୟା: ମା’କୁ ମାରିଲେ, ପୁଅର ମୁଣ୍ଡକୁ ପଥରରେ ଛେଚିଲେ

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ଅଜଣା ମହିଳାଙ୍କୁ ହତ୍ୟା । କେନ୍ଦ୍ରାପଡ଼ା ଜିଲ୍ଲାର ଜମ୍ବୂ ସାମୁଦ୍ରିକ ଥାନା ଅନ୍ତର୍ଗତ ଜମ୍ବୂ ପଞ୍ଚାୟତର କଣ୍ଡରାପାଟିଆ ଗାଁ ଜମ୍ବୂଫୁଟା ଜୋର ନିକଟରେ ଶନିବାର ଭୋରରୁ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ବିବାହିତା ମହିଳାଙ୍କୁ କେହି ମାରିଦେଇ ଫିଙ୍ଗି ଦେଇଥିବା ବେଳେ ନିକଟରେ ଶିଶୁପୁତ୍ରର ମୁଣ୍ଡକୁ ପଥରରେ ଛେଚି ପିଙ୍ଗି ଦେଇଛି ।

ମୁମୂର୍ତ୍ସ ଅବସ୍ଥାରେ ସ୍ଥାନୀୟ ଲୋକେ ଶିଶୁକୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି । ହତ୍ୟାକାଣ୍ଡ ସ୍ଥଳରେ ହ୍ୟାଣ୍ଡ ଗ୍ଲୋବସ, ମଦ ବୋତଲ, ମଙ୍ଗଳସୁତ୍ର ପଡିଛି । ମହିଳାଙ୍କ ବେକରେ ଗାମୁଛା ଗୁଡ଼ାହୋଇଛି । ବେକରୁ ରକ୍ତ ବହୁ ଥିବାର ଦେଖାଯାଇଛି । ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ପୋଲିସ କହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା