Masthead

ଏବେଠୁ କଲବଲ କଲାଣି ଖରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଧୀରେ ଧୀରେ ବଢୁଛି ତାତି । ଅସ୍ତବ୍ୟସ୍ତ ହେଲେଣି ଲୋକେ । ଆଗକୁ ତାପମାତ୍ରା ଆହୁରି ବଢିବାର ସମ୍ଭାବନା ରହିଛି । ଏବେଠୁ କଲବଲ କଲାଣି ଖରା । ରାଜ୍ୟରେ ଉପରମୁହାଁ ତାତି । ୩୭ ଡିଗ୍ରୀ ଟପିଲା ୧୦ ସହରର ତାପମାତ୍ରା। ୪୦ ଡିଗ୍ରୀ ମୁହାଁ ପଶ୍ଚିମ ଓଡ଼ିଶା। ରବିବାର ବୌଦ୍ଧ, ବଲାଙ୍ଗୀରରେ ୩୮ ଡିଗ୍ରୀ ଟପିଛି ପାରଦ। ବୌଦ୍ଧରେ ତାପମାତ୍ରା ୩୮ ଦଶମିକ ୨ ଡିଗ୍ରୀ ଛୁଇଁଛି। ରାଜଧାନୀରେ ଦିନକରେ ଦୁଇ ଡିଗ୍ରି ତାପମାତ୍ର ବଢିଛି ।

ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼, ଟିଟଲାଗଡ଼, ଅନୁଗୁଳ, ବଲାଙ୍ଗୀର, ସମ୍ଲପୁର, ବରଗଡ଼ରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିବ ବୋଲି ଆକଳନ କରାଯାଇଛି। ମାର୍ଚ୍ଚ ମାଚରେ ସ୍ଥତି ଅସମ୍ଭାଳ ହେବା ଆଶଙ୍କା କରାଯାଉଛି। ଏବେ ଉତ୍ତର ପଶ୍ଚିମ ଭାରତରୁ ରାଜ୍ୟକୁ ଗରମ ପବନ ଆସୁଛି। ଆସନ୍ତା ଦୁଇ ସପ୍ତାହ ପାଗ ଶୁଖିଲା ରହିବ ବୋଲି ଆକଳଳନ କରିଛି ପାଣିପାଗ ବିଭାଗ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା