Masthead

ଜଳୁଛି ଓଡ଼ିଶା, ୪ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜଳୁଛି ଉତ୍ତର ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶା । ଆଜିଠୁ ରାଜ୍ୟରେ ଆହୁରି ବଢିବ ତାତି । ଏଥିପାଇଁ ୪ଟି ଜିଲ୍ଲା ବାଲେଶ୍ୱର, ମୟୁରଭଞ୍ଜ, ସୁନ୍ଦରଗଡ ଏବଂ କେନ୍ଦୁଝରକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୪ ତାରିଖରେ ୮ଟି ଜିଲ୍ଲା ଏବଂ ୧୫ ତାରିଖରେ ୯ ଜିଲ୍ଲାକୁ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ସତର୍କତା ଜାରି କରାଯାଇଛି । ସେହିଭଳି ଉପକୂଳ ଓଡ଼ିଶାର ଖୋର୍ଦ୍ଧା, ପୁରୀ, ନୟାଗଡ, ଜଗତସିଂହପୁର, ଯାଜପୁର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାରେ ମଧ୍ୟ ତାତି ୪୦ ଡିଗ୍ରୀ ଅତିକ୍ରମ କରିବ ।

ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପିକ୍ ଆୱାର ଘୋଷଣା କରିଛି ପାଣିପାଗ କେନ୍ଦ୍ର । ଜରୁରୀ କାମ ନଥିଲେ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି । ଅନ୍ୟପଟେ ୧୬ ତାରିଖରେ ପାଗରେ ପରିବର୍ତ୍ତନ ହେବା ସହ ରାଜ୍ୟର କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା