Masthead

୩ରୁ ୪ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ): ଚଳିତ ବର୍ଷ ସ୍ୱାଭାବିକ ବର୍ଷା ହେବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିବା ପରେ ଚାଷୀମାନେ ଆଶ୍ୱସ୍ତ ହୋଇଛନ୍ତି । କିନ୍ତୁ ଆସନ୍ତା ୩ ଦିନ ପାଇଁ ପାଣିପାଗ ବିଭାଗ ହିଟ ୱେଭ ଆଲର୍ଟ ଜାରି କରିଥିବାରୁ ଲୋକେ ଛାନିଆ ହୋଇପଡ଼ିଛନ୍ତି । ଆଞ୍ଚଳିକ ପାଣିପାଗ ବିଭାଗ କହିଛି ୩ ଦିନ ପାଇଁ କିଛି ଜିଲ୍ଲାରେ ପ୍ରଚଣ୍ଡ ଖରା ଅନୁଭୂତ ହେବ । ୧୩, ୧୪ ଓ ୧୫ ତାରିଖରେ ହିଟ ୱେଭ ପାଇଁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି । ଏହି ସମୟ ମଧ୍ୟରେ ରାଜ୍ୟର କିଛି ଆଭ୍ୟନ୍ତରିଣ ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ । ଆଗାମୀ ୪ ଦିନ ମଧ୍ୟରେ ଦିନ ତାପମାତ୍ରା ୩ରୁ ୪ ଡିଗ୍ରୀ ବୃଦ୍ଧି ପାଇବ । ଜରୁରୀ କାମ ନଥିଲେ ବାହାରକୁ ନଯିବା ପାଇଁ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ